ଏଷ୍ଟର 9:4 - ପବିତ୍ର ବାଇବଲ4 କାରଣ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ଶକ୍ତିଶାଳୀ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖୟ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଉତ୍ତରୋତ୍ତର ମହାନ ହେଲା। Gade chapit laଓଡିଆ ବାଇବେଲ4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।