Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:5 - ପବିତ୍ର ବାଇବଲ

5 ଯିହୁଦୀୟମାନେ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ଖଣ୍ଡାରେ ହାଣି ବିନାଶ କଲେ। ସେମାନେ ସେମାନଙ୍କର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ୟବହାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ଼୍‍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।

Gade chapit la Kopi




ଏଷ୍ଟର 9:5
11 Referans Kwoze  

ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ।


ତେଣୁ ସେମାନଙ୍କର ସନ୍ତାନଗଣ ଦୁର୍ଭିକ୍ଷରେ କବଳିତ ହୁଅନ୍ତୁ। ସେମାନଙ୍କର ଶତ୍ରୁ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ପରାସ୍ତ କରନ୍ତୁ। ସେମାନଙ୍କର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସେମାନଙ୍କର ପୁରୁଷଗଣ ମୃତ୍ୟୁବରଣ କରନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ନିହତ ହୁଅନ୍ତୁ।


ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ।


ଏହିପରି ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ 500 ଲୋକଙ୍କୁ ବଧ ଓ ବିନାଶ କଲେ।


ଏହିପରି ସେହି ସନ୍ତାନଗଣ ଦେଶରେ ପଶି ଅଧିକାର କଲେ। ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ। ସେମାନେ ଯେପରି ନିଜ ଇଚ୍ଛାମତେ ବ୍ୟବହାର କରିବେ। ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜଗଣଙ୍କୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।


ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।


ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।


Swiv nou:

Piblisite


Piblisite