ଯାତ୍ରା ପୁସ୍ତକ 1:10 - ପବିତ୍ର ବାଇବଲ10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି ସେଥିପାଇଁ ଆମ୍ଭମାନଙ୍କୁ ଯୋଜନା କରିବାକୁ ପଡ଼ିବ। ଯଦି ଯୁଦ୍ଧ ହୁଏ, ଇସ୍ରାଏଲୀୟମାନେ ଆମ୍ଭର ଶତ୍ରୁ ପକ୍ଷରେ ଯୋଗଦେଇ ପାରନ୍ତି। ତା'ପରେ ସେମାନେ ଆମ୍ଭମାନଙ୍କୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରି ପାରନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଂଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଂଗେ ସାବଧାନ ହୋଇ ବ୍ୟବହାର କରୁ। Gade chapit laଓଡିଆ ବାଇବେଲ10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।” Gade chapit la |
କିନ୍ତୁ ପଲେଷ୍ଟୀୟ ଶାସକଗଣ ଆଖୀଶ୍ ଉପରେ ରାଗିଲେ। ସେମାନେ କହିଲେ, “ଦାଉଦକୁ ଫେରାଇ ଦିଅ। ତୁମ୍ଭେ ତା’ ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ନିଜର ସେହି ସ୍ଥାନକୁ ଫେରି ଯାଉ। ସେ ଆମ୍ଭ ସହିତ ଯୁଦ୍ଧକୁ ଯାଇ ପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତେବେ ସେ ଆମ୍ଭ ନିଜ ଛାଉଣି ମଧ୍ୟରେ ଜଣେ ଶତ୍ରୁ ହୋଇ ରହିବ। ସେ ତା'ର ରାଜା ଶାଉଲଙ୍କୁ ସନ୍ତୁଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କୁ ମାରିବ।