ଯାତ୍ରା ପୁସ୍ତକ 1:13 - ପବିତ୍ର ବାଇବଲ13 ତେଣୁ ମିଶରୀୟମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ। Gade chapit laଓଡିଆ ବାଇବେଲ13 ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ। Gade chapit la |
ପୁଣି ଯୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସାରେ ସେ ଲୋକମାନଙ୍କୁ କହିଲେ, “ମୋର ପିତା ଯେତିକି କାର୍ଯ୍ୟ ଦେଉଥିଲେ ମୁଁ ତା’ ଅପେକ୍ଷା ଆହୁରି ଅଧିକ କାର୍ଯ୍ୟ ଦେବି। ସେ ତୁମ୍ଭମାନଙ୍କୁ କୋରଡ଼ାରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତୀକ୍ଷ୍ଣ କୋରଡ଼ାରେ ଶାସ୍ତି ଦେବି, ଯାହାର ଆଘାତ ବିଛା କାମୁଡ଼ିଲା ପରି ଯନ୍ତ୍ରଣା ଦାୟକ ଏବଂ ତୁମ୍ଭେମାନେ ଆଘାତରେ କ୍ଷତାକ୍ତ ହେବ।”