Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:18 - ପବିତ୍ର ବାଇବଲ

18 ମିଶରର ରାଜା ସେହି ଧାତ୍ରୀମାନଙ୍କୁ ଡକାଇ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏପରି କାହିଁକି କଲ? ତୁମ୍ଭେମାନେ କାହିଁକି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଏପରି କାର୍ଯ୍ୟ କିହେତୁ କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?

Gade chapit la Kopi

ଓଡିଆ ବାଇବେଲ

18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”

Gade chapit la Kopi




ଯାତ୍ରା ପୁସ୍ତକ 1:18
4 Referans Kwoze  

ରାଜାଙ୍କର ଆଦେଶ ଦେବା ପାଇଁ କ୍ଷମତା ଅଛି। କ’ଣ କରିବାକୁ ହେବ, ତାଙ୍କୁ କେହି କହିପାରିବେ ନାହିଁ।


ଏହା ପରେ ଅବଶାଲୋମ ନିଜର ସେବକମାନଙ୍କୁ ଆଜ୍ଞା ଦେଲେ ଓ କହିଲେ, “ଅମ୍ନୋନକୁ ଜଗି ଥାଅ, ଯେତେବେଳେ ସେ ଟିକେ ମାତାଲ ହେବ, ଦ୍ରକ୍ଷାରସରୁ ଉତ୍ତମ ଅନୁଭବ କରିବ, ମୋ’ ଆଦେଶ ଅନୁକରଣ କରି ତାକୁ ହତ୍ୟା କର। ଭୟ କର ନାହିଁ, ମୁଁ କ’ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ, ବଳବାନ୍ ଏବଂ ସାହସୀ ହୁଅ।”


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନ ଥିଲେ। ସେମାନେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।


ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।”


Swiv nou:

Piblisite


Piblisite