Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:20 - ପବିତ୍ର ବାଇବଲ

20-21 ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସେମାନଙ୍କର ପରିବାରଗୁଡ଼ିକୁ ବଢ଼ାଇଲେ। କାରଣ ସେମାନେ ପରମେଶ୍ୱରଙ୍କୁ ଡରୁ ଥିଲେ। ଇସ୍ରାଏଲୀୟମାନଙ୍କ ସଂଖ୍ୟା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ପରମେଶ୍ଵର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟ; ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 1:20
17 Referans Kwoze  

ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚୟ ସେମାନଙ୍କୁ ଜାଣେ ଯେଉଁମାନେ ପରମେଶ୍ୱରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତରେ ସେମାନେ ଉନ୍ନତି କରିବେ।


ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ।


ଦୁଷ୍ଟଲୋକ ମିଥ୍ୟା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।


ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ।


ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।


ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।


“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’


“ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି। ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।


ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।


ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।


ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।


ମିଶରୀୟମାନେ ଇସ୍ରାଏଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସେମାନଙ୍କୁ ଯେତେ ଅଧିକ ପରିଶ୍ରମ କରାଇଲେ, ସେମାନଙ୍କର ସଂଖ୍ୟା ସେହିପରି ଅଧିକ ବ୍ୟାପିଲା। ଏହା ମିଶରୀୟ ଲୋକମାନଙ୍କର ଭୟର କାରଣ ହେଲା।


କିନ୍ତୁ ଇସ୍ରାଏଲର ବଂଶଧର ବଢ଼ିଲେ। ସେମାନଙ୍କ ସଂଖ୍ୟା ବଢ଼ି ବଢ଼ି ଗ୍ଭଲିଲା। ଇସ୍ରାଏଲର ଲୋକମାନେ ଅତ୍ୟଧିକ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ମିଶର ଦେଶ ଇସ୍ରାଏଲୀୟଙ୍କ ଦ୍ୱାରା ପରିପୂର୍ଣ୍ଣ ହେଲା।


ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।”


Swiv nou:

Piblisite


Piblisite