Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:5 - ପବିତ୍ର ବାଇବଲ

5 ମୋଟରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷେଫ ଆଗରୁ ମିଶରରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସର୍ବସୁଦ୍ଧା ଯାକୁବଙ୍କର କଟିରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 1:5
7 Referans Kwoze  

ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି।


ଗିଦିୟୋନଙ୍କର ନିଜର ସତୁରିଜଣ ସନ୍ତାନ ଥିଲେ। ତାଙ୍କର ବହୁତ ସନ୍ତାନ ଥିଲେ କାରଣ ତାଙ୍କର ବହୁତ ପତ୍ନୀ ଥିଲେ।


ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସେମାନଙ୍କର ପରିବାରଗୁଡ଼ିକୁ ବଢ଼ାଇଲେ। କାରଣ ସେମାନେ ପରମେଶ୍ୱରଙ୍କୁ ଡରୁ ଥିଲେ। ଇସ୍ରାଏଲୀୟମାନଙ୍କ ସଂଖ୍ୟା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।


ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ।


ଦାନ, ନପ୍ତାଲି, ଗାଦ୍ ଓ ଆଶେର।


ଯୋଷେଫ ତାଙ୍କର ପିତାଙ୍କ ପରିବାର ସହିତ ମିଶରରେ ରହିଲେ। ଯୋଷେଫଙ୍କୁ ଯେତେବେଳେ 110 ବର୍ଷ ହେଲା, ସେ ମୃତ୍ୟୁବରଣ କଲେ।


Swiv nou:

Piblisite


Piblisite