ଯାତ୍ରା ପୁସ୍ତକ 1:7 - ପବିତ୍ର ବାଇବଲ7 କିନ୍ତୁ ଇସ୍ରାଏଲର ବଂଶଧର ବଢ଼ିଲେ। ସେମାନଙ୍କ ସଂଖ୍ୟା ବଢ଼ି ବଢ଼ି ଗ୍ଭଲିଲା। ଇସ୍ରାଏଲର ଲୋକମାନେ ଅତ୍ୟଧିକ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ମିଶର ଦେଶ ଇସ୍ରାଏଲୀୟଙ୍କ ଦ୍ୱାରା ପରିପୂର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି ସେମାନଙ୍କ ଦ୍ଵାରା ଦେଶ ପରିପୂର୍ଣ୍ଣ ହେଲା। Gade chapit laଓଡିଆ ବାଇବେଲ7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା। Gade chapit la |