Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:9 - ପବିତ୍ର ବାଇବଲ

9 ସେହି ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ ଦେଖ। ସେମାନଙ୍କର ସଂଖ୍ୟା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସେମାନେ ଆମ୍ଭମାନଙ୍କଠାରୁ ଅଧିକ ଶକ୍ତିଶାଳୀ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ଆପଣା ଲୋକମାନଙ୍କୁ କହିଲେ, ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କ-ଠାରୁ ଅଧିକ ଅଟନ୍ତି

Gade chapit la Kopi

ଓଡିଆ ବାଇବେଲ

9 ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 1:9
12 Referans Kwoze  

ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।


ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


କଠୋର ହୃଦୟ ଓ କ୍ରୋଧ ପ୍ରଳୟଙ୍କାରୀ, କେହି ଅନ୍ତର୍ଜ୍ୱାଳା ଆଗରେ ଠିଆ ହୋଇ ପାରିବ ନାହିଁ।


ଅଧିକ ଜନସଂଖ୍ୟା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।


ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।”


ଜଣେ ନିର୍ବୋଧଲୋକର ରାଗ ହିଁ ତାକୁ ହତ୍ୟା କରେ ଓ କ୍ରୋଧ ନିରୀହ ଲୋକକୁ ବଧ କରେ।


ଏହା ପରେ ଅବିମେଲକ ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହୋଇଅଛ।”


ଏହା ପରେ ପରମେଶ୍ୱର କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର। ମିଶରକୁ ଯିବାକୁ ଭୟ କର ନାହିଁ। ମିଶରରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।


ଏଠାରେ ଅନେକ ଲୋକ ଅଛନ୍ତି। ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କର କର୍ମରୁ ନିବୃତ୍ତ କରୁଅଛ।”


Swiv nou:

Piblisite


Piblisite