Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:11 - ପବିତ୍ର ବାଇବଲ

11 ଆରମ୍ଭରୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ପ୍ରସ୍ତାବ କରିଅଛ, କେବଳ ସେହି ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଯିବେ। କିନ୍ତୁ ସବୁଲୋକମାନେ ଯାଇ ପାରିବେ ନାହିଁ।” ଏହା ପରେ ସେ ହାରୋଣ ଓ ମୋଶାଙ୍କୁ ବିଦାୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହି ମାତ୍ର ତୁମ୍ଭେମାନେ ଚାହଁ। ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 10:11
5 Referans Kwoze  

ଏହା ପରେ ଫାରୋ ମୋଶାଙ୍କୁ କହିଲେ, “ମୋ’ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ୟୁବରଣ କରିବ।”


ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।


କିନ୍ତୁ ଫାରୋ ସେମାନଙ୍କୁ କହିଲେ, “ମୋଶା ଏବଂ ହାରୋଣ, ତୁମ୍ଭେମାନେ ମୋର କର୍ମୀମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କରୁଅଛ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅ!


ଫାରୋ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ଯିବାକୁ ଦିଏ! ଦେଖ, ତୁମ୍ଭେମାନେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ।


Swiv nou:

Piblisite


Piblisite