ଯାତ୍ରା ପୁସ୍ତକ 10:13 - ପବିତ୍ର ବାଇବଲ13 ତେଣୁ ମୋଶା ତାଙ୍କର ଆଶାବାଡ଼ିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହା ପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ଜୋର୍ରେ ପବନ ବୁହାଇଲେ। ଏହି ପବନ ଦିନ ଓ ରାତି ତମାମ ଲାଗି ରହିଲା। ପ୍ରଭାତ ହେବାରୁ ସେହି ପବନ ଦ୍ୱାରା ପଙ୍ଗପାଳ ଦ୍ୱାରା ମିଶର ଭୂମି ପରିପୂର୍ଣ୍ଣ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ଦିବାରାତ୍ରିଯାକ ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ଵାରା ପଙ୍ଗପାଳ ଉପସ୍ଥିତ ହେଲେ। Gade chapit laଓଡିଆ ବାଇବେଲ13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। Gade chapit la |