Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:14 - ପବିତ୍ର ବାଇବଲ

14 ପଙ୍ଗପାଳ ଦଳ ଉଡ଼ିଆସି ମିଶର ଦେଶରେ ଭୂମିସ୍ଥ ହେଲେ। ଏତେ ସଂଖ୍ୟାରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ୟକ ପଙ୍ଗପାଳ ଦଳ ମିଶରରେ କଦାପି ଦେଖାଯାଇ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟ; ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 10:14
13 Referans Kwoze  

ପରମେଶ୍ୱର ସେମାନଙ୍କ ଫସଲକୁ କୀଟ ପଠାଇଲେ। ସେମାନଙ୍କର ପରିଶ୍ରମର ଫଳ ପଙ୍ଗପାଳମାନଙ୍କୁ ଦେଲେ।


“ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଶସ୍ୟ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ୱାରା ନଷ୍ଟ ହୁଏ, ଶତ୍ରୁମାନଙ୍କଦ୍ୱାରା ନଗର ସମୂହ ଆକ୍ରମିତ ହୋଇ ଅବରୁଦ୍ଧ ହୁଏ ଓ ଯେବେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।


ପଙ୍ଗପାଳ ଦଳ ତୁମ୍ଭର ସମସ୍ତ ଫସଲ ଓ ବୃକ୍ଷ ସବୁ ଖାଇଯିବେ।


ମିଶରରେ ଏକ ମହାରୋଦନ ହେବ। ଯାହା ପୂର୍ବେ ହୋଇ ନାହିଁ କି କେବେ ହେବ ନାହିଁ।


“ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହିନେବ ମାତ୍ର ଅଳ୍ପ ସଂଗ୍ରହ କରିବ। କାରଣ ପଙ୍ଗପାଳ ତାହା ଖାଇ ପକାଇବେ।


ସେମାନେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡ଼ିକ ଶୁଖି ନଷ୍ଟ ହୋଇଯାଇଛି। ସେମାନେ ମୋର ଡିମ୍ବିରି ବୃକ୍ଷର ବ‌କ୍‌କଳ ଛଡ଼ାଇ ଫିଙ୍ଗି ଦେଇଛନ୍ତି।


ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ।


ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେମାନେ ଦଳବଦ୍ଧ ହୋଇ ଗମନ କରନ୍ତି।


Swiv nou:

Piblisite


Piblisite