Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:24 - ପବିତ୍ର ବାଇବଲ

24 ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”

Gade chapit la Kopi




ଯାତ୍ରା ପୁସ୍ତକ 10:24
7 Referans Kwoze  

ତେଣୁ ଫାରୋ କହିଲେ, “ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ମରୁଭୂମିକୁ ଯିବାକୁ ଅନୁମତି ଦେବି। କିନ୍ତୁ ତୁମ୍ଭେମାନେ ବେଶୀଦୂର ଯିବା ଉଚିତ୍ ନୁହେଁ। ବର୍ତ୍ତମାନ ଯାଅ ଏବଂ ମୋ’ ପାଇଁ ପ୍ରାର୍ଥନା କର।”


ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”


ଯଦି ଆମ୍ଭେ ଏପରି କରିବା, ତେବେ ତାଙ୍କର ପଶୁମାନଙ୍କ ଦ୍ୱାରା ଆମ୍ଭେ ଧନୀ ହୋଇ ପାରିବା। ତେଣୁ ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିବା ଉଚିତ୍। ଏବଂ ସେମାନେ ଏହିଠାରେ ଆମ୍ଭମାନଙ୍କ ସହିତ ବାସ କରିବେ।”


ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”


ତେଣୁ ଫାରୋ ମୋଶା ଓ ହାରୋଣଙ୍କୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”


ମୋଶା କହିଲେ, “ତୁମ୍ଭେ ନିଜେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କର ପରମେଶ୍ୱରଙ୍କର ଉପାସନା ପାଇଁ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।


Swiv nou:

Piblisite


Piblisite