ଯାତ୍ରା ପୁସ୍ତକ 10:26 - ପବିତ୍ର ବାଇବଲ26 ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନେବୁ। ଏଠାରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ। କ’ଣ ଦେଇ ସଦାପ୍ରଭୁଙ୍କର ଉପାସନା କରିବାକୁ ହେବ, ତାହା ଆମ୍ଭେମାନେ ସେଠାରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ୟ ସଙ୍ଗରେ ନେଇ ଯିବାକୁ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ। Gade chapit laଓଡିଆ ବାଇବେଲ26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।” Gade chapit la |