ଯାତ୍ରା ପୁସ୍ତକ 10:27 - ପବିତ୍ର ବାଇବଲ27 ସଦାପ୍ରଭୁ ଫାରୋଙ୍କର ହୃଦୟକୁ ପୁଣି କଠୋର କଲେ, ତେଣୁ ଫାରୋ ସେମାନଙ୍କୁ ଆଉ ଯିବାକୁ ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ସେମାନଙ୍କୁ ଛାଡ଼ି ଦେବାକୁ ସମ୍ମତ ହେଲେ ନାହିଁ। Gade chapit laଓଡିଆ ବାଇବେଲ27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ସେମାନଙ୍କୁ ଯିବାକୁ ଦେବା ପାଇଁ ସମ୍ମତ ହେଲେ ନାହିଁ। Gade chapit la |
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇ ଦେଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଗ୍ଭଲି ପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।