Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:29 - ପବିତ୍ର ବାଇବଲ

29 ଏହା ପରେ ମୋଶା ଫାରୋଙ୍କୁ କହିଲେ, “ତୁମ୍ଭେ ଗୋଟିଏ ଠିକ୍ କଥା କହିଛ, ମୁଁ ତୁମ୍ଭକୁ ଆଉ ଦେଖା କରିବାକୁ ଆସିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ମୋଶା କହିଲେ, ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 10:29
3 Referans Kwoze  

ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ।


Swiv nou:

Piblisite


Piblisite