Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:5 - ପବିତ୍ର ବାଇବଲ

5 ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସେମାନେ ଏତେ ସଂଖ୍ୟକ ହେବେ ଯେ, ତୁମ୍ଭେମାନେ ଆଉ ଭୂମି ଦେଖି ପାରିବ ନାହିଁ। ଯେକୌଣସି ଦ୍ରବ୍ୟ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସେମାନେ କ୍ଷେତ୍ର ମଧ୍ୟସ୍ଥ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷ୍ୟଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।

Gade chapit la Kopi




ଯାତ୍ରା ପୁସ୍ତକ 10:5
7 Referans Kwoze  

ଯାହା ଶୂକ କୀଟ ଛାଡ଼ିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡ଼ିଛନ୍ତି ତାକୁ ପତଙ୍ଗ ଶେଷ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡ଼ିଛନ୍ତି ତାକୁ ଘୁର୍ଘୁରିୟା ନଷ୍ଟ କରିଛନ୍ତି।


ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।


“ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ୟକୁ ଆପଣା ଯେଉଁ ମହା ସୈନ୍ୟଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁର୍ଘୁରିୟା ଓ ପରିପକ୍ୱ ତୁମ୍ଭମାନଙ୍କ ବିରୁଦ୍ଧରେ ପଠାଇଲୁ। ସେମାନେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫେରାଇ ଦେବା, ଯାହା ବର୍ଷଧରି ଖାଇଯାଇଛନ୍ତି।


ତୁମ୍ଭେମାନେ ଯଦି ମୋର ଲୋକମାନଙ୍କୁ ଯିବାକୁ ନ ଦିଅ, ତେବେ କାଲି ତୁମ୍ଭ ରାଜ୍ୟକୁ ପଙ୍ଗପାଳ ଦଳ ଆଣିବି।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶରରେ ମାଡ଼ିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହା ସବୁ ସେମାନେ ଖାଇଯିବେ।”


ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହୋଇଗଲା। ପଥର ବର୍ଷାରେ ଯାହାସବୁ ନଷ୍ଟ ହୋଇ ନ ଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶରରେ କୌଣସି ବୃକ୍ଷରେ ଆଉ ପତ୍ର ରହିଲା ନାହିଁ।


ଜ୍ୱଳନ୍ତ ଅଗ୍ନି ସଦୃଶ ସେହି ସୈନ୍ୟବାହିନୀ ଦେଶକୁ ଧ୍ୱଂସ କରି ଦେବେ। ସେମାନଙ୍କ ସମ୍ମୁଖରେ ଦେଶ ଏଦନର ବଗିଗ୍ଭ ସଦୃଶ ହେବ। ପଶ୍ଚାତ୍ ଭାଗରେ ଦେଶଟି ଏକ ଶୂନ୍ୟ ମରୁଭୂମି ସଦୃଶ ହେବ। ସେମାନଙ୍କଠାରୁ କିଛି ରକ୍ଷା ପାଇବ ନାହିଁ।


Swiv nou:

Piblisite


Piblisite