Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 10:8 - ପବିତ୍ର ବାଇବଲ

8 ତେଣୁ ଫାରୋ ତାଙ୍କର କର୍ମଗ୍ଭରୀମାନଙ୍କୁ ଆଜ୍ଞା ଦେଲେ ଯେ, ତୁମ୍ଭେମାନେ ମୋଶା ଓ ହାରୋଣଙ୍କୁ ଫେରାଇ ଆଣ। ଫାରୋ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଉପାସନା କର। କିନ୍ତୁ ମୋତେ କୁହ, କେଉଁମାନେ ଯିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କର; ମାତ୍ର କିଏ କିଏ ଯିବ?

Gade chapit la Kopi

ଓଡିଆ ବାଇବେଲ

8 ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ?”

Gade chapit la Kopi




ଯାତ୍ରା ପୁସ୍ତକ 10:8
6 Referans Kwoze  

ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।”


ସେହି ରାତ୍ରିରେ ରାଜା ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର। ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ଯାତ୍ରା କର।


ଫାରୋ ବ୍ୟଗ୍ରତାର ସହକାରେ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, “ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ପାପ କରିଅଛି।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”


ତେଣୁ ଫାରୋ ମୋଶା ଓ ହାରୋଣଙ୍କୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”


ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”


Swiv nou:

Piblisite


Piblisite