ଯାତ୍ରା ପୁସ୍ତକ 11:4 - ପବିତ୍ର ବାଇବଲ4 ମୋଶା ଲୋକମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଦୁଇପ୍ରହର ରାତ୍ରିରେ ମୁଁ ଆଜି ମିଶର ମଧ୍ୟଦେଇ ଗମନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Gade chapit laଓଡିଆ ବାଇବେଲ4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Gade chapit la |