Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 11:9 - ପବିତ୍ର ବାଇବଲ

9 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଫାରୋ ତୁମ୍ଭର କଥା ଶୁଣିବେ ନାହିଁ, ସେଥିପାଇଁ ମୁଁ ମିଶରରେ ଆହୁରି ବହୁତ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇ ପାରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 11:9
5 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ। ମୁଁ ତାଙ୍କୁ କଠୋର କରିଛି ଏବଂ କର୍ମଗ୍ଭରୀମାନଙ୍କୁ ମଧ୍ୟ କଠୋର ହୃଦୟ କରିଛି। ମୁଁ ଏପରି କରିଅଛି ଯଦ୍ଦ୍ୱାରା ମୁଁ ସେମାନଙ୍କୁ ମୋର ଶକ୍ତିଶାଳୀ ଅ‌ଦ୍‌ଭୂତ କର୍ମ ଦେଖାଇ ପାରିବି।


“କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ।


ମୋଶା ମିଶରକୁ ଯାତ୍ରା କରୁଥିବା ସମୟରେ ପରମେଶ୍ୱର ତାଙ୍କୁ କହିଲେ, “ମନେରଖ, ତୁମ୍ଭେ ଫାରୋଙ୍କ ସହିତ କଥା ହେବା ସମୟରେ ତୁମ୍ଭେ ସମସ୍ତ ଅ‌ଦ୍‌ଭୂତ କାର୍ଯ୍ୟ ତାଙ୍କୁ ଦେଖାଇବ ଯାହା ମୁଁ ତୁମ୍ଭକୁ ଦେଇଅଛି। କିନ୍ତୁ ମୁଁ ଫାରୋଙ୍କ ମନକୁ କଠିନ କରିବି। ଯେଉଁଥିରେ ସେ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଅନୁମତି ଦେବେ ନାହିଁ।


Swiv nou:

Piblisite


Piblisite