ଯାତ୍ରା ପୁସ୍ତକ 12:16 - ପବିତ୍ର ବାଇବଲ16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Gade chapit laଓଡିଆ ବାଇବେଲ16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ। Gade chapit la |
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।