Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:26 - ପବିତ୍ର ବାଇବଲ

26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ?

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’

Gade chapit la Kopi




ଯାତ୍ରା ପୁସ୍ତକ 12:26
16 Referans Kwoze  

“ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର। ତୁମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ କହିବେ।


ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ, ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।


ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର।


ମୁଁ ଯେପରି କରୁଅଛି ସେହିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ୟତା ଜ୍ଞାନ ବିଶ୍ୱାସ କରାଇବେ।


ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଏବଂ ବାଟରେ ଗ୍ଭଲିବା ବେଳେ ଶୋଇବା ବେଳେ ଓ ଉଠିବା ବେଳେ ଏହି ସମସ୍ତ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦେବ।


ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।


ଦିନ ସମୟରେ ସେମାନଙ୍କୁ ଘନ ବାଦଲ ଓ ରାତ୍ର ସମୟରେ ଆଲୋକ ସ୍ତମ୍ଭ ସେମାନଙ୍କ ସହିତ ସର୍ବଦା ରଖିଲେ।


ମୁଁ ଏପରି କଲି କାରଣ ତୁମ୍ଭେ ତୁମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କୁ କହିବାକୁ ସକ୍ଷମ ହେବ, ମୁଁ କିପରି ମିଶରୀୟମାନଙ୍କୁ ତାଚ୍ଛଲ୍ୟ କଲି ଏବଂ ଅ‌ଦ୍‌ଭୂତ କର୍ମ ବିଷୟରେ କହିପାରିବ ଯାହା ମୁଁ ମିଶରରେ କରିଅଛି। ଏହା ପରେ ତୁମ୍ଭେମାନେ ସମସ୍ତେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ।”


ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ।


ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।


“ଭବିଷ୍ୟତରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଦେଇଛନ୍ତି, ସେସବୁର ଅଭିପ୍ରାୟ କ’ଣ?’


Swiv nou:

Piblisite


Piblisite