ଯାତ୍ରା ପୁସ୍ତକ 12:37 - ପବିତ୍ର ବାଇବଲ37 ଇସ୍ରାଏଲୀୟ ଲୋକମାନେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)37 ଅନନ୍ତର ଇସ୍ରାଏଲ-ସନ୍ତାନମାନେ ବାଳକ ଛଡ଼ା ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Gade chapit laଓଡିଆ ବାଇବେଲ37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। Gade chapit la |