Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:44 - ପବିତ୍ର ବାଇବଲ

44 କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମାତ୍ର ରୌପ୍ୟ ଦ୍ଵାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ ;

Gade chapit la Kopi

ଓଡିଆ ବାଇବେଲ

44 ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;

Gade chapit la Kopi




ଯାତ୍ରା ପୁସ୍ତକ 12:44
3 Referans Kwoze  

ତା'ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ।


ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ।


Swiv nou:

Piblisite


Piblisite