Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:45 - ପବିତ୍ର ବାଇବଲ

45 ନ ହେଲେ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 କୌଣସି ପ୍ରବାସୀ ବା ବର୍ତ୍ତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

45 କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 12:45
3 Referans Kwoze  

କେବଳ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀୟ କୌଣସି ଲୋକ ଅବା ଯାଜକ ଗୃହରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।


ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ।


“ମୁଁ ପୀଡ଼ିତ” ବୋଲି ସେଠାକାର ନିବାସୀ କହିବ ନାହିଁ। ସେଠାକାର ନିବାସୀମାନଙ୍କର ପାପ କ୍ଷମା କରାଯିବ।


Swiv nou:

Piblisite


Piblisite