ଯାତ୍ରା ପୁସ୍ତକ 12:46 - ପବିତ୍ର ବାଇବଲ46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା'ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Gade chapit laଓଡିଆ ବାଇବେଲ46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛିମାତ୍ର ଗୃହ ବାହାରକୁ ନେଇଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ। Gade chapit la |