ଯାତ୍ରା ପୁସ୍ତକ 12:6 - ପବିତ୍ର ବାଇବଲ6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ତଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Gade chapit laଓଡିଆ ବାଇବେଲ6 ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ। Gade chapit la |