ଯାତ୍ରା ପୁସ୍ତକ 13:13 - ପବିତ୍ର ବାଇବଲ13 ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗଧକୁ ମୁକ୍ତ କରି ପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତେବେ ତୁମ୍ଭେ ତା'ର ବେକକୁ ଭାଙ୍ଗି ଦେବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ହେବ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ। Gade chapit laଓଡିଆ ବାଇବେଲ13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତା’ର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ। Gade chapit la |
ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।