ଯାତ୍ରା ପୁସ୍ତକ 13:6 - ପବିତ୍ର ବାଇବଲ6 “ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit laଓଡିଆ ବାଇବେଲ6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ। Gade chapit la |