ଯାତ୍ରା ପୁସ୍ତକ 13:7 - ପବିତ୍ର ବାଇବଲ7 ତେଣୁ ସାତ ଦିନ ପାଇଁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶରେ କୌଣସିଠାରେ ତାଡ଼ି ମିଶ୍ରିତ ରୋଟୀ ଯେପରି କେହି ନ ଖା’ନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୋଟୀ ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Gade chapit laଓଡିଆ ବାଇବେଲ7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Gade chapit la |