Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 14:23 - ପବିତ୍ର ବାଇବଲ

23 ମିଶରୀୟମାନେ ସେମାନଙ୍କ ପଛରେ ଗୋଡ଼ାଇଲେ। ଏହା ପରେ ଫାରୋଙ୍କର ସମସ୍ତ ଅଶ୍ୱ ଓ ରଥ ସେମାନଙ୍କୁ ସମୁଦ୍ର ପର୍ଯ୍ୟନ୍ତ ଅନୁସରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅନନ୍ତର ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ, ରଥ, ଓ ଅଶ୍ଵାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 14:23
7 Referans Kwoze  

ମୁଁ ମିଶରୀୟମାନଙ୍କୁ କଠିନ କରିବି, ଯେଉଁଥିରେ ସେମାନେ ତୁମ୍ଭମାନଙ୍କ ପଛରେ ଗୋଡ଼ାଇବେ। ମୁଁ ତୁମ୍ଭକୁ ଦେଖାଇବି, କିପରି ମୁଁ ଫାରୋ, ତାଙ୍କର ଅଶ୍ୱାରୋହୀ ସୈନ୍ୟ, ରଥାରୋହୀ ସୈନ୍ୟମାନଙ୍କଠାରୁ ଶକ୍ତିଶାଳୀ।


କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।


ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।


ସଦାପ୍ରଭୁ କହିଲେ, ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ରାଜା ଆହାବକୁ କୁମନ୍ତ୍ରଣା ଦେବାକୁ ଯିବ, ସେ ଯେପରି ରାମୋତ୍-ଗିଲିୟ‌ଦ୍‌କୁ ଯାଇ ଅରାମୀୟ ବିରୁଦ୍ଧରେ ଯୁଦ୍ଧ କରି ମୃତ୍ୟୁବରଣ କରିବ।’ ଏଥିରେ କେହି ସ୍ୱର୍ଗଦୂତଗଣ ଏକମତ ହେଲେ ନାହିଁ, ସେମାନଙ୍କର କ’ଣ କରିବା ଉଚିତ୍।


“ଶତ୍ରୁ କହିଲା, ‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି। ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ। ମୁଁ ଆପଣା ଖ‌ଡ଼୍‌ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’


ମୁଁ ଫାରୋଙ୍କୁ ପୁଣି କଠୋର କରିବି ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ୟମାନଙ୍କୁ ପରାସ୍ତ କରିବି। ଏହା ମୋର ସମ୍ମାନ ବଢ଼ାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।” ସେମାନେ ତାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।


Swiv nou:

Piblisite


Piblisite