ଯାତ୍ରା ପୁସ୍ତକ 14:30 - ପବିତ୍ର ବାଇବଲ30 ତେଣୁ ସେହି ଦିନ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇସ୍ରାଏଲର ଲୋକମାନେ ମିଶରୀୟମାନଙ୍କର ମୃତ ଦେହକୁ ସୂଫସାଗର କୂଳରେ ଥିବାର ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit laଓଡିଆ ବାଇବେଲ30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ। Gade chapit la |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।