ଯାତ୍ରା ପୁସ୍ତକ 15:13 - ପବିତ୍ର ବାଇବଲ13 କିନ୍ତୁ ତୁମ୍ଭେ ଦୟାରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗେଇ ନେଲ। ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନେଇ ଯାଇଛ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ। Gade chapit laଓଡିଆ ବାଇବେଲ13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ। Gade chapit la |