ଯାତ୍ରା ପୁସ୍ତକ 15:15 - ପବିତ୍ର ବାଇବଲ15 ଇଦୋମର ନେତାଗଣ ଭୟରେ ଥରିଲେ। ମୋୟାବର ସାହସୀ ଓ ଶକ୍ତିଶାଳୀ ଲୋକମାନେ ମଧ୍ୟ ଭୟରେ ଥରିଲେ। କିଣାନୀୟମାନେ ସେମାନଙ୍କର ସାହସ ହରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଇଦୋମର ରାଜଗଣବିହ୍ଵଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି ; କିଣାନନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Gade chapit laଓଡିଆ ବାଇବେଲ15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି। Gade chapit la |
ଯେତେବେଳେ ସେମାନେ ପଗ୍ଭରିବେ, ‘ତୁମ୍ଭେ କାହିଁକି ଦୀର୍ଘନିଃଶ୍ୱାସ ଛାଡ଼ୁଛ?’ ସେତେବେଳେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, ତାହା ଆସୁଅଛି। ସେଥିରେ ସମସ୍ତଙ୍କ ଆତ୍ମା ଭୟରେ ତରଳି ଯିବ ଓ ସମସ୍ତଙ୍କ ହସ୍ତ ଭୟରେ ଦୁର୍ବଳ ହେବ। ପ୍ରତ୍ୟେକ ମନୁଷ୍ୟର ଆତ୍ମା ହତ ଉତ୍ସାହିତ ହେବ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହେବ।’ ଏବଂ ଦେଖ, ସେହି ସମୟ ଆସୁଅଛି ଓ ତାହା ସିଦ୍ଧ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।