ଯାତ୍ରା ପୁସ୍ତକ 15:2 - ପବିତ୍ର ବାଇବଲ2 ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି। ସେ ମୋତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଏବଂ ମୁଁ ତାଙ୍କର ସମ୍ମାନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ଵର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ଵର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Gade chapit laଓଡିଆ ବାଇବେଲ2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା। Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”