Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:23 - ପବିତ୍ର ବାଇବଲ

23 ତିନି ଦିନ ପରେ ଲୋକମାନେ ମାରାଠାରେ ପହଞ୍ଚିଲେ। ସେଠାରେ ପାଣି ଥିଲା କିନ୍ତୁ ତିକ୍ତତା ହେତୁ ପାନୀୟ ଯୋଗ୍ୟ ନ ଥିଲା। ଯେଉଁଥିପାଇଁ ସେହି ସ୍ଥାନର ନାମ ହେଲା ମାରା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା (ତିକ୍ତତା) ହେଲା।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 15:23
2 Referans Kwoze  

କିନ୍ତୁ ନୟମୀ ସେହି ଲୋକମାନଙ୍କୁ କହିଲେ, “ମୋତେ ନୟମୀ ବୋଲି ଡାକ ନାହିଁ, ମୋତେ ମାରା ବୋଲି ଡାକ। ଯେହେତୁ ସର୍ବଶକ୍ତିମାନ ପରମେଶ୍ୱର ମୋର ଜୀବନକୁ ଦୁଃଖପୂର୍ଣ୍ଣ କରିଅଛନ୍ତି।


ଏହା ପରେ ସେମାନେ ‌ପୀହହୀରୋ‌‌ତ୍‌ର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ଯାତ୍ରା କରି ମାରାରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite