ଯାତ୍ରା ପୁସ୍ତକ 15:6 - ପବିତ୍ର ବାଇବଲ6 “ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତରେ ଶତ୍ରୁକୁ ପରାସ୍ତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ଵିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ, Gade chapit laଓଡିଆ ବାଇବେଲ6 ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ, Gade chapit la |
ସଦାପ୍ରଭୁ ତାଙ୍କର ଇସ୍ରାଏଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସେହି ସମସ୍ତ ବିଷୟ ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ। ମୋଶା ମଧ୍ୟ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧରେ ଇସ୍ରାଏଲ ନିମନ୍ତେ ଯାହା କରିଥିଲେ, ସେମାନେ ରାସ୍ତାରେ ସମ୍ମୁଖୀନ ହୋଇଥିବା କଠିନତା ବିଷୟ କହିଲେ। ଏବଂ କିପରି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିଛନ୍ତି ତାହା ମୋଶା ତାଙ୍କ ଶ୍ୱଶୁରଙ୍କୁ କହିଲେ।