Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 15:8 - ପବିତ୍ର ବାଇବଲ

8 ତୁମ୍ଭ ନାସାନ୍ଦ୍ରର ବିସ୍ଫୋଟ ଜଳକୁ ପ୍ରାଚୀରତୁଲ୍ୟ ପରିଣତ କଲା। ଏବଂ ଜଳସ୍ରୋତ ପ୍ରାଚୀରତୁଲ୍ୟ ହୋଇଗଲା। ସମୁଦ୍ର ମଧ୍ୟସ୍ଥଳରେ ଜଳ ଜମାଟ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭ ନାସିକାର ନିଃଶ୍ଵାସ ଦ୍ଵାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।

Gade chapit la Kopi




ଯାତ୍ରା ପୁସ୍ତକ 15:8
13 Referans Kwoze  

ପରମେଶ୍ୱରଙ୍କ ଦଣ୍ଡରେ ସେମାନେ ମୃତ୍ୟୁବରଣ କରନ୍ତି। ପରମେଶ୍ୱରଙ୍କ କ୍ରୋଧରେ ସେମାନେ ଧ୍ୱଂସ ହୁଅନ୍ତି।


ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।


ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।


ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜନ କଲା, ଢେଉଗୁଡ଼ିକ ଉପରକୁ ଉଠିଲା।


ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।


ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।


ଦେଖ, ଆମ୍ଭେ ଅଶୂରୀୟ ରାଜା ମଧ୍ୟରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫେରିଯିବ। ସେତେବେଳେ ତାହାରି ନିଜ ଦେଶରେ ଆମ୍ଭେ ତାକୁ ‌‌ଖ‌ଡ଼୍‌ଗରେ ନିପାତ କରିବା।”’


ମାତ୍ର ଇସ୍ରାଏଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସେମାନଙ୍କର ବାମ ଓ ଡାହାଣ ପାର୍ଶ୍ୱରେ କାନ୍ଥପରି ଛିଡ଼ା ହୋଇ ରହିଲା।


ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”


ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।


କିନ୍ତୁ ତୁମ୍ଭେ ସେହି କାଦୁଅ ଓ ପ୍ରବଳ ଜଳସ୍ରୋତ ମଧ୍ୟଦେଇ ଘୋଡ଼ାକୁ ଝପଟାଇ ଦେଲ।


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


Swiv nou:

Piblisite


Piblisite