ଯାତ୍ରା ପୁସ୍ତକ 15:9 - ପବିତ୍ର ବାଇବଲ
9 “ଶତ୍ରୁ କହିଲା, ‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି। ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ। ମୁଁ ଆପଣା ଖଡ଼୍ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’
Gade chapit la Kopi
9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Gade chapit la Kopi
9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Gade chapit la Kopi
9 ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’
Gade chapit la Kopi