Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:1 - ପବିତ୍ର ବାଇବଲ

1 ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶ ଛାଡ଼ିଲା ଉତ୍ତାରେ ଦ୍ଵିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 16:1
7 Referans Kwoze  

ଇସ୍ରାଏଲର ସମସ୍ତ ସମାଜ ଏକତ୍ରିତ ହୋଇ ସୀନୟ ମରୁଭୂମିରୁ ଯାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସେମାନେ ରଫୀଦୀମରେ ଛାଉଣି ସ୍ଥାପନ କଲେ ଏବଂ ସେଠାରେ ଲୋକମାନଙ୍କ ପାଇଁ ପିଇବା ପାଣି ନ ଥିଲା।


ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ।


ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ।


ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।


ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ।


Swiv nou:

Piblisite


Piblisite