Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:14 - ପବିତ୍ର ବାଇବଲ

14 ଏହା ପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିଯିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ମରୁଭୂମି ଉପରେ ପଡ଼ି ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ଵଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।

Gade chapit la Kopi

ଓଡିଆ ବାଇବେଲ

14 ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।

Gade chapit la Kopi




ଯାତ୍ରା ପୁସ୍ତକ 16:14
7 Referans Kwoze  

ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ। ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।


ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷା କରାଇଲେ ଏବଂ ସେ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।


ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ। ସେମାନଙ୍କ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ ଆଜ୍ଞା ଦେଲ, ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।


ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ପରମେଶ୍ୱର ପୃଥିବୀ ଧଳା ପଶମ ତୁଲ୍ୟ ହେବାଯାଏ ହିମପାତ କରନ୍ତି। ସେ ଧୂଳିପରି ପୃଥିବୀରେ ତାହା ବିକ୍ଷିପ୍ତ କରନ୍ତି।


ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା।


Swiv nou:

Piblisite


Piblisite