Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:16 - ପବିତ୍ର ବାଇବଲ

16 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ନିଜ ନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ଵୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।

Gade chapit la Kopi

ଓଡିଆ ବାଇବେଲ

16 ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”

Gade chapit la Kopi




ଯାତ୍ରା ପୁସ୍ତକ 16:16
4 Referans Kwoze  

ଏକ ଓମର ଐଫାର ଦଶମାଂଶ।


ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ।


ତେଣୁ ଇସ୍ରାଏଲର ଲୋକମାନେ ଏହିପରି କଲେ। ପ୍ରତ୍ୟେକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।


Swiv nou:

Piblisite


Piblisite