Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:18 - ପବିତ୍ର ବାଇବଲ

18 ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 16:18
3 Referans Kwoze  

ତେଣୁ ଇସ୍ରାଏଲର ଲୋକମାନେ ଏହିପରି କଲେ। ପ୍ରତ୍ୟେକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।


ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।”


Swiv nou:

Piblisite


Piblisite