ଯାତ୍ରା ପୁସ୍ତକ 16:22 - ପବିତ୍ର ବାଇବଲ22 ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସେମାନେ ପ୍ରତ୍ୟେକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମୋଶାଙ୍କୁ ଜଣାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ତଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ। Gade chapit laଓଡିଆ ବାଇବେଲ22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ। Gade chapit la |