Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:25 - ପବିତ୍ର ବାଇବଲ

25 ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅନନ୍ତର ମୋଶା କହିଲେ, ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି ବିଲରେ ତାହା ପାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 16:25
5 Referans Kwoze  

ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”


ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ବ୍ୟବସ୍ଥା ଆଦେଶ କଲ।


ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ ପ୍ରତ୍ୟେକ ବିଶ୍ରାମ ଦିନରେ ନିଜ ନିଜ ସ୍ଥାନରୁ ବାହାରକୁ ନ ଯାଇ ନିଜ ନିଜ ସ୍ଥାନରେ ଥାଅ।”


ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଞ୍ଚୟ କଲେ। ସେହି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥିରେ ପୋକ ନ ଥିଲେ।


ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।”


Swiv nou:

Piblisite


Piblisite