Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:29 - ପବିତ୍ର ବାଇବଲ

29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ ପ୍ରତ୍ୟେକ ବିଶ୍ରାମ ଦିନରେ ନିଜ ନିଜ ସ୍ଥାନରୁ ବାହାରକୁ ନ ଯାଇ ନିଜ ନିଜ ସ୍ଥାନରେ ଥାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ହେତୁରୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ଵ ସ୍ଵ ସ୍ଥାନରେ ଥାଅ।

Gade chapit la Kopi

ଓଡିଆ ବାଇବେଲ

29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”

Gade chapit la Kopi




ଯାତ୍ରା ପୁସ୍ତକ 16:29
9 Referans Kwoze  

“ଏହି କଥା ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ମୋର ବିଶ୍ରାମ ଦିନ ପାଳନ କରିବା ଉଚିତ୍। ଯେଉଁଥିପାଇଁ ତୁମ୍ଭେମାନେ ଜାଣି ପାରିବ ଯେ ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରନ୍ତି। ଏହା ପୁରୁଷାନୁକ୍ରମେ ମୁଁ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ହେବ।


ଏବଂ ମୁଁ ସେମାନଙ୍କୁ ମୋର ବିଶ୍ରାମ ଦିନ ବିଷୟରେ ସବୁ କହିଲି। ଏହା ମୋର ଓ ସେମାନଙ୍କ ମଧ୍ୟରେ ଚୁକ୍ତିର ଚିହ୍ନ ସ୍ୱରୂପ ଯେଉଁଥିପାଇଁ ସେମାନେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସେମାନଙ୍କୁ ପବିତ୍ର କଲି।


ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ। ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।


ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ବ୍ୟବସ୍ଥା ଆଦେଶ କଲ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?


ତେଣୁ ଲୋକମାନେ ବିଶ୍ରାମ ଦିନରେ ବିଶ୍ରାମ କଲେ।


ସେଥିପାଇଁ ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ, ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା ତହିଁରେ ତାହା ତିନି ବର୍ଷର ଅମଳ ଦେବ।


କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ।


Swiv nou:

Piblisite


Piblisite