Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:31 - ପବିତ୍ର ବାଇବଲ

31 ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରିଶୁକ୍ଳବର୍ଣ୍ଣ ଓ ତାହାର ଆସ୍ଵାଦ ମଧୁମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 16:31
8 Referans Kwoze  

ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେହିପରି ଯୁବାମାନଙ୍କ ମଧ୍ୟରେ ପ୍ରିୟତମ। ମୁଁ ପରମ ଆନନ୍ଦରେ ତାହାଙ୍କ ଛାୟା ତଳେ ବସିଲି ଓ ତାହାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦୁ ଲାଗିଲା।


ଇସ୍ରାଏଲର ଲୋକମାନେ ଏହାକୁ ଦେଖି କଥାବାର୍ତ୍ତା ହେଲେ। “ଏଗୁଡ଼ିକ କ’ଣ?” ସେମାନେ ଏପରି କହିଲେ କାରଣ ସେମାନେ ଜାଣି ନ ଥିଲେ ଏଗୁଡ଼ିକ କ’ଣ ଥିଲା। ତେଣୁ ସେମାନେ ମୋଶାଙ୍କୁ ପଗ୍ଭରିଲେ, ତେଣୁ ମୋଶା ସେମାନଙ୍କୁ କହିଲେ, “ଏଗୁଡ଼ିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ।


ଏହା ପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିଯିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ମରୁଭୂମି ଉପରେ ପଡ଼ି ରହିଲା।


ତେଣୁ ଲୋକମାନେ ବିଶ୍ରାମ ଦିନରେ ବିଶ୍ରାମ କଲେ।


ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’


ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନାଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେ ସ୍ମରଣ କର।


Swiv nou:

Piblisite


Piblisite