Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:33 - ପବିତ୍ର ବାଇବଲ

33 ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।

Gade chapit la Kopi

ଓଡିଆ ବାଇବେଲ

33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”

Gade chapit la Kopi




ଯାତ୍ରା ପୁସ୍ତକ 16:33
3 Referans Kwoze  

ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। “ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”


ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’


Swiv nou:

Piblisite


Piblisite