Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 16:36 - ପବିତ୍ର ବାଇବଲ

36 ଏକ ଓମର ଐଫାର ଦଶମାଂଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଏକ ଓମର ଐଫାର ଦଶମାଂଶ।

Gade chapit la Kopi

ଓଡିଆ ବାଇବେଲ

36 ଏକ ଓମର ଐଫାର ଦଶମାଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏକ ଓମର ଐଫାର ଦଶମାଂଶ।

Gade chapit la Kopi




ଯାତ୍ରା ପୁସ୍ତକ 16:36
5 Referans Kwoze  

ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ନିଜ ନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”


ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଅର୍ଦ୍ଧହିନର ପେଷା ତୈଳମିଶ୍ରିତ ଅର୍ଦ୍ଧହିନର ସରୁ ମଇଦା ଦେବ।”


ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା।


ବାତ୍ ଯେପରି ହୋମରର ଏକ ଦଶମାଂଶ ହେବ, ଐଫା ହୋମରର ସହିତ ସମାନ ହେବ। ଏଥିପାଇଁ ଐଫା ଓ ବାତର ଏକ ସମାନ ପରିମାଣ ହେବ। ତହିଁର ପରିମାଣ ହୋମର ଅନୁସାରେ ହେବ।


Swiv nou:

Piblisite


Piblisite