ଯାତ୍ରା ପୁସ୍ତକ 16:7 - ପବିତ୍ର ବାଇବଲ7 ଆସନ୍ତାକାଲି ପ୍ରଭାତରେ ତୁମ୍ଭେମାନେ ପରମେଶ୍ୱରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେମାନେ କିଏ? ପ୍ରକୃତରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର? Gade chapit laଓଡିଆ ବାଇବେଲ7 ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?” Gade chapit la |
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”